ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ଵରର କିଛି ଅଞ୍ଚଳରେ ବର୍ଷା ଲାଗି ରହିଥିବାବେଳେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର,...

ଓଡ଼ିଶାରେ ଆଜିଠୁ ବଢ଼ିବ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ମାଧ୍ୟମରୁ ଅତି ପ୍ରବଳ ବର୍ଷା ହୋଇଛି। ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା...

ଓଡ଼ିଶାରେ ମୌସୁମୀ ପ୍ରଭାବରେ ବର୍ଷା ଜାରି, ଆଗକୁ ଲଘୁଚାପ ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ରାଜ୍ୟରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଜୋରରେ ବର୍ଷା ହେଉଛି। ସୋମବାର ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା...

ପ୍ରବଳ ବର୍ଷା ସମ୍ଭାବନା – ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଜାରି ରହିଛି। ଆଗାମୀ ଦୁଇରୁ ତିନିଦିନ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା...

ଓଡ଼ିଶାରେ ଚାରି ଦିନ ପ୍ରବଳ ବର୍ଷିବ: ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ପ୍ରବେଶ କରିଛ ମୌସୁମୀ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା...

ଓଡ଼ିଶା ଛୁଇଁଲା ମୌସୁମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଦିନ ଓଡ଼ିଶା ଛୁଇଁଛି। ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାରେ ଅଗ୍ରସର ହୋଇଛି ମୌସୁମୀବାୟୁ। ଏଥିପାଇଁ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ...

ଆଉ ୨ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ, ବଢ଼ିବ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ। ଏଥିପାଇଁ ମଙ୍ଗଳବାରରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଜୁନ ୨୨...

ଅସହ୍ୟ ତାତିରୁ ସାମାନ୍ୟ ଆଶ୍ଵସ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିରେ ଛଟପଟ ହେଉଥିବା ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ରବିବାର ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାରୁ ପାଣିପାଗରେ ସାମାନ୍ୟ...

କଲବଲ କଲାଣି ଖରା, ଅସହ୍ୟ ଗରମରେ ନୟାନ୍ତ ରାଜ୍ୟବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳିରେ ନୟାନ୍ତ ହେଲେଣି ରାଜ୍ୟବାସୀ। ଆଉ ଦୁଇ ଦିନ ତାପମାତ୍ରରେ ବୃଦ୍ଧି ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦିନକୁ ଦିନ ଗ୍ରୀଷ୍ମ ପ୍ରକୋପ...

ନିଆଁ ବର୍ଷା: ୩ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ତାତିରେ ସିଝୁଛନ୍ତି ରାଜ୍ୟବାସୀ। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ତାତିରୁ ମୁକ୍ତି ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ...