ଓଡ଼ିଶାରେ ପୁଣି ଶୀତଲହରୀ, ୭.୫ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ କିଛି ଦିନ ପରେ ପୁଣି ଶୀତଲହରୀ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବାରେ ଲାଗିଛି। ରବିବାର ରାତିରେ ଓଡ଼ିଶାର ୧୯ଟି ସହରର ତାପମାତ୍ରା...
ରାଜ୍ୟରେ ଘନ କୁହୁଡ଼ି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତ ପ୍ରକୋପ ସହ କୁହୁଡ଼ି ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର...
ଓଡ଼ିଶାରେ ବଢ଼ୁଛି କୁହୁଡ଼ି, ୧୧ ଜିଲ୍ଲାରେ ଜାରି ହେଲା ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଶୀତ କମୁଥିବାବେଳେ କୁହୁଡ଼ି ବଢ଼ିବାରେ ଲାଗିଛି। କିଛି ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ସକାଳୁ ଘନ କୁହୁଡ଼ି ପଡ଼ୁଥିବା ଦେଖିବାକୁ ମିଳୁଛି। ଏଥିପାଇଁ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ...
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନୂଆ ନିର୍ଦେଶକ ହେଲେ ଡକ୍ଟର ମନୋରମା ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନୂଆ ନିର୍ଦେଶକ ହୋଇଛନ୍ତି ଡକ୍ଟର ମନୋରମା ମହାନ୍ତି। ସେ ଏବେ ଗୁଜରାଟର ଅହମ୍ମଦାବାଦର ପାଣିପାଗ କେନ୍ଦ୍ରର ନିର୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ପଦୋନ୍ନତି ସହ...
ଓଡ଼ିଶାରେ ଧୀରେ ଧୀରେ କମୁଛି ଶୀତ, ୧୦ ଡିଗ୍ରୀ ତଳେ ୫ଟି ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଧୀରେ ଧୀରେ ପାରଦ ଉପରକୁ ଉଠୁଥିବାବେଳେ ଶୀତର ପ୍ରକୋପ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବା ଆକଳନ କରିଛି...
ଓଡ଼ିଶାରେ ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି, ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଶୀତ ପ୍ରକୋପ ଜାରି ରହିଛି। ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁଁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ।
ଡିସେମ୍ବର ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି...
ଓଡ଼ିଶାରେ କମିବ ଶୀତ, ବଢ଼ିବ କୁହୁଡ଼ି!
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୁକ୍ରବାର ଦିନଠାରୁ ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ କମିବ, କିନ୍ତୁ କୁହୁଡ଼ି ବଢ଼ିବ। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଗତ ସପ୍ତାହେ ହେଲା ଅସହ୍ୟ ଶୀତରେ...
ଓଡ଼ିଶାକୁ ଥରଉଛି ଶୀତ, ଜି. ଉଦୟଗିରିରେ ରାତି ତାପମାତ୍ରା ୪ ଡିଗ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ତଳମୁହାଁ ହୋଇଛି ପାରଦ। ଚଳିତ ଋତୁରେ ପ୍ରଥମ ଥର ପାଇଁ ଟ୍ଵିନସିଟିରେ ପାରଦ ୧୨ ଡିଗ୍ରୀ ଛୁଇଁଛି। ଆହୁରି ଦୁଇଦିନ...
ଶୀତରେ ଥରୁଛି ଓଡ଼ିଶା, ଜି.ଉଦୟଗିରିରେ ରାତି ତାପମାତ୍ରା ୬.୫ ଡିଗ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାରଦ ତଳକୁ ଖସୁଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ରାଜ୍ୟର ସବୁଠାରୁ ଶୀତୁଆ ସହର ପାଲଟିଛି ଜି.ଉଦୟଗିରି। ସୋମବାର ରାତିରେ ଜି.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ରେକର୍ଡ କରାଯାଇଛି।
ଭୁବନେଶ୍ଵର...
ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ୧୦ ଡିଗ୍ରୀ ତଳେ ୧୦ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାରି ରହିଛି ଶୀତଲହରୀ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା କମିବା ସହ ଶୀତ ବଢ଼ିବାରେ ଲାଗିଛି। ରବିବାର ରାତିରେ ଓଡ଼ିଶାର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା।...



















