ରାଜ୍ୟରେ ମୌସୁମୀ ଦୁର୍ବଳ, ଅଗଷ୍ଟ ୧୨ ପରେ ବଦଳିବ ପାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ମୌସୁମୀ ଧୀରେ ଧୀରେ ଦୁର୍ବଳ ହୋଇଆସୁଛି। ଏଥିପାଇଁ ଏବେ ରାଜ୍ୟରେ ବର୍ଷା ମଧ୍ୟ କମିଛି। ଆସନ୍ତା ୩ ଦିନ ଯାଏଁ ଓଡ଼ିଶାରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ଏହି...
ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷିବ, ବଢ଼ିବ ଜଳସ୍ତର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଗୁରୁବାରଠାରୁ ବର୍ଷା କମିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼ ମୁହାଁ ହୋଇଛି। ଏହା ପ୍ରଭାବରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା...
ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ବଢ଼ିବ ବିଭିନ୍ନ ନଦୀର ଜଳସ୍ତର – ଡକ୍ଟର ଶରତ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବୁଧବାରଠାରୁ ପ୍ରବଳ ବର୍ଷା ହେବ। ଏହାସହ...
ଲଗାଣ ବର୍ଷାରେ ବେହାଲ ଓଡ଼ିଶା, ଆଜି ୧୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାରି ରହିଛି ବର୍ଷା ବିତ୍ପାତ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ବୁଧବାର ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୧୩ଟି...
ରାଜ୍ୟରେ ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହା...
ଅବପାତରେ ପରିଣତ ହେବ ଲଘୁଚାପ, ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଘନୀଭୂତ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ...
ଆସନ୍ତା ଅଗଷ୍ଟ ପହିଲା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା...
ରାଜ୍ୟରେ ୪ ଦିନ ଯାଏଁ ପ୍ରବଳ ବର୍ଷା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମ ଉପତ୍ୟକା ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ...
ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ, ରାଜ୍ୟରେ ଆହୁରି ୩ ଦିନ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଅଧିକ ଘନୀଭୂତ ହୋଇଥିବାରୁ ରାଜ୍ୟରେ ଆହୁରି ୩...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ମଙ୍ଗଳବାରରୁ ରାଜ୍ୟରେ ବଢ଼ିବ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏବେ ମୌସୁମୀ ସହ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା...




















