ଓଡ଼ିଶାରେ ତାତି ନେଲାଣି ଜୀବନ: ଅଂଶୁଘାତରେ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ଖରାରେ ଜଳୁଛି ସାରା ଓଡ଼ିଶା। ଅଂଶୁଘାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ଶୁକ୍ରବାର ଦିନ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣକ ବାଲେଶ୍ୱରର ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ...

ଓଡ଼ିଶାରେ ନିଆଁ ବର୍ଷା: ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ କଲବଲ କଲାଣି ତାତି। ଶୁକ୍ରବାର ଦିନ ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୪.୩ ଡିଗ୍ରୀ ରେକର୍ଡ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବୌଦ୍ଧ ପାଲଟିଲା ରାଜ୍ୟର ସବୁଠାରୁ...

ତାତିରୁ ମିଳିବ ସାମାନ୍ୟ ଆଶ୍ଵସ୍ତି: ଆଗକୁ ଓଡ଼ିଶାରେ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା!

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳିଗୁଳି ଯୋଗୁଁ ଛଟପଟ ହେଉଛନ୍ତି ଲୋକ। ଆଗାମୀ ତିନିଦିନ ମଧ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ହେବା ନେଇ ସୂଚନା...

ଆଜି ତତଲା ସହର ପାଲଟିଲା ଭୁବନେଶ୍ଵର, ୪୩ ଡିଗ୍ରୀ ଟପିଲା ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଆଜି, ଗୁରୁବାର ଦିନ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଲା ରାଜଧାନୀ ଭୁବନେଶ୍ଵର। ଦିନ ୨ଟା ୩୦ ସୁଦ୍ଧା ଏଠାରେ ସର୍ବାଧିକ ତାପମାତ୍ରା ୪୩.୬...

ଓଡ଼ିଶାରେ ଜାରି ରହିଛି ମାତ୍ରାଧିକ ଗ୍ରୀଷ୍ମପ୍ରବାହ, ୪୧.୯ ଡିଗ୍ରୀ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ କିଛି ଦିନ ହେବ ମାତ୍ରାଧିକ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ସବୁଆଡ଼େ ଖରା ଓ ଗୁଳୁଗୁଳି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ମଙ୍ଗଳବାର...

ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଓଡ଼ିଶା, ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଅତ୍ୟଧିକ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ସୋମବାର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ଵର। ଏଠାରେ ଦିନ ୧୧ଟା ୩୦ସୁଦ୍ଧା ସର୍ବାଧିକ...

ଓଡ଼ିଶାକୁ ପୁଣି ଫେରିଲା ତାତି: ହିଟଓ୍ଵେଭ ପାଇଁ ବିଭିନ୍ନ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ପୁଣି ଫେରିଲା ତାତି। ଆଗକୁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ଆକଳନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ତିନି ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ...

ଓଡ଼ିଶାରେ ଆସନ୍ତାକାଲିଠୁ ବଦଳିବ ପାଗ, ଚାରିଦିନ ଯାଏଁ ୬ରୁ ୮ ଡିଗ୍ରୀ ଯାଏଁ ବଢ଼ିବ ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ପୁଣି ଫେରିବ ତାତି। ଆସନ୍ତାକାଲି, ଶୁକ୍ରବାରଠାରୁ ଚାରିଦିନ ଯାଏଁ ତାପମାତ୍ରା ୬ରୁ ୮ ଡିଗ୍ରୀ ବଢ଼ିବ ବୋଲି ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ କିଛିଦିନ ହେଲା...

ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ସ୍ଥାନରେ ପଶ୍ଚିମା ଝଡ଼ ପ୍ରଭାବରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗି ରହିଛି। ଟୁଇନ୍ ସିଟି କଟକ ଓ ଭୁବନେଶ୍ଵରରେ ମଧ୍ୟ ହାଲୁକା ବର୍ଷା ହୋଇଛି। ଏହାସହ...

ଓଡ଼ିଶାରେ ୧୩ ତାରିଖ ପରଠୁ ପୁଣି ବଢ଼ିବ ତାତି!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆସନ୍ତା ୧୩ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନିଦିନ ହେଲା ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର...