ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ନେଇ ଆସନ୍ତା ୨୬ ଯାଏଁ ବିଭିନ୍ନ ଜିଲ୍ଲାକୁ ସତର୍କ...

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା...

ରାଜ୍ୟରେ ଜୁଲାଇ ୨୭ ଯାଏଁ ବଢ଼ିବ ବର୍ଷା! ସଜାଗ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୨୬ ଏବଂ ୨୭...

ଓଡ଼ିଶାରେ ମୌସୁମୀ ପ୍ରଭାବରେ ଆହୁରି ୩ ଦିନ ପ୍ରବଳ ବର୍ଷା, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଅଧିକାଂଶ ଅଞ୍ଚଳରେ ଜାରି ରହିଛି ମୌସୁମୀ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରାଜ୍ୟରେ ମୌସୁମୀକୁ ଆହୁରି ସକ୍ରିୟ କରିଛି। ଆଗକୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ...

ରାଜ୍ୟରେ ଜୁଲାଇ ୨୨ ଯାଏଁ ପ୍ରବଳ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର...

ଆଜି ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ସାରା ରାଜ୍ୟରେ ବର୍ଷା ଜାରି

ଓଡ଼ିଶାଲାଇଭ୍ ବ୍ୟୁରୋ ମୌସୁମୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଶୁକ୍ରବାର ରାତିରୁ ବର୍ଷା ଲାଗି ରହିଛି। ଏହାସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ରାଜ୍ୟରେ ବର୍ଷାର ମାତ୍ରାକୁ ଆହୁରି ବଢ଼ାଇଛି। ଶନିବାର ରାଜଧାନୀ ଭୁବନେଶ୍ଵରେ...

ଜୁଲାଇ ୧୬ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ମୌସୁମୀ ୠତୁରେ ସ୍ଵାଭାବିକ ବର୍ଷା ତୁଳନାରେ କମ୍ ବର୍ଷା ରେକର୍ଡ କରାଯାଇଥିବାବେଳେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ...

ଚଳିତ ମୌସୁମୀ ଋତୁରେ କମିଛି ବର୍ଷାର ପରିମାଣ: ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ମୌସୁମୀ ଋତୁରେ ଜୁନ ୧ ତାରିଖରୁ ଜୁଲାଇ ୧୦ ତାରିଖ ମଧ୍ୟରେ ୨୨୨.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୩୦୪.୨ ମିଲିମିଟର ତୁଳନାରେ ୨୭ ପ୍ରତିଶତ...

ମୌସୁମୀ ସହ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷା ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଏହି ମଧ୍ୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଶନିବାର ଆଭ୍ୟନ୍ତରୀଣ...

ଓଡ଼ିଶାରେ ସକ୍ରିୟ ମୌସୁମୀ, ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଏବେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବର୍ତ୍ତମାନ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ମାତ୍ରା ଆହୁରି ବଢ଼ିବାର ସମ୍ଭାବନା...