ତାତିରୁ ମିଳିବ ମୁକ୍ତି: ଜୁନ ୬ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ତାତିରୁ ମିଳିବ ରାଜ୍ୟବାସୀଙ୍କୁ ମୁକ୍ତି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ...
ଅସହ୍ୟ ତାତିରୁ ନିସ୍ତାର ନାହିଁ, ସମ୍ବଲପୁର ପାଲଟିଛି ଉତ୍ତପ୍ତ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
କଲବଲ କରୁଛି ଖରା। ଅସହ୍ୟ ତାତି ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମୁକ୍ତି ମିଳୁନି। ବୁଧବାର ଦିନ ୧ଟା ସୁଦ୍ଧା ରାଜ୍ୟର ୫ଟି ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବାବେଳେ ସମ୍ବଲପୁର...
ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା, ୪୩ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଦିନରେ ପ୍ରବଳ ଖରା ହେଉଛି। ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। କେବଳ ପଶ୍ଚିମ ଓଡ଼ିଶା ନୁହେଁ, ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ଅଧିକ ଗରମ ପଡ଼ୁଛି।...
ରାଜ୍ୟରେ ଆହୁରି ୪ ଦିନ ଯାଏଁ ରହିବ କାଳବୈଶାଖୀ ପ୍ରଭାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଗରମରୁ ରକ୍ଷା ମିଳିଛି। ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସହ କେତେକ ସ୍ଥାନରେ ଝଡ଼ ହୋଇଥିବା ଦେଖାଯାଇଛି। ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ...
ଟୁଇନ ସିଟିରେ କାଳବୈଶାଖୀ ପ୍ରଭାବ: ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ତାତିରୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ବୁଧବାର ଦିନ ୩ଟାରୁ ହଠାତ୍ ବିଜୁଳି ଘଡ଼ଘଡ଼ି ସହ ଆରମ୍ଭ ହୋଇଛି ପ୍ରବଳ ବର୍ଷା। ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର...
ଗ୍ରୀଷ୍ମ ପ୍ରକୋପରେ ଜଳୁଛି ଓଡ଼ିଶା: ଭୁବନେଶ୍ଵର ଓ ସମ୍ବଲପୁରରେ ନିଆଁ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଗ୍ରୀଷ୍ମ ପ୍ରକୋପରେ ଜଳୁଛି ସାରା ଓଡ଼ିଶା। ବୁଧବାର ଦିନ ଭୁବନେଶ୍ଵର ଏବଂ ସମ୍ବଲପୁର ଦିନ ୧୨ଟା ସୁଦ୍ଧା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଆହୁରି ଦୁଇ ଦିନ ଖରାର ପ୍ରକୋପ...
ତାତିରୁ ନିସ୍ତାର ନାହିଁ, ଅସହ୍ୟ ଗରମରେ ଆଉଟୁପାଉଟୁ ରାଜ୍ୟବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଉ ୩ ଦିନ ଗ୍ରୀଷ୍ମ ପ୍ରକୋପ ବଢ଼ିବ ବୋଲି ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସକାଳ ୮ଟାରୁ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି।...
ତାତିରୁ ମିଳୁନି ମୁକ୍ତି, ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଯୋଗୁଁ ଅସ୍ତବ୍ୟସ୍ତ ହୋଇ ପଡ଼ିଲେଣି ରାଜ୍ୟବାସୀ। ଆହୁରି ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରକୋପ ବଢ଼ିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।...
ରାଜ୍ୟରେ ଜାରି ରହିଛି ଖରାର ପ୍ରକୋପ, ୫ ଦିନ ଯାଏଁ ତାତିରୁ ନାହିଁ ନିସ୍ତାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଏବେ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ଖରା ସାଙ୍ଗକୁ ଗୁଳୁଗୁଳି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ସକାଳ ୧୦ରୁ ଘରୁ ବାହାରିବା ଅସମ୍ଭାଳ...
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରକୋପ, ହିଟ ୱେଭ୍ ପାଇଁ ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଖରାର ପ୍ରକୋପ ବଢ଼ିବାରେ ଲାଗିଛି। ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ବିଶେଷ କରି ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ବୁଧବାର ମଧ୍ୟ ହିଟ ୱେଭକୁ ନେଇ...



















