କାଳବୈଶାଖୀ ପ୍ରଭାବରେ ବଦଳିଲା ପାଗ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ମଙ୍ଗଳବାର ସନ୍ଧ୍ୟାରେ ଦେଖିବାକୁ ମିଳିଛି କାଳବୈଶାଖୀ ପ୍ରଭାବ। ଗତ କିଛି ଦିନ ହେଲା ତାପମାତ୍ରା ବୃଦ୍ଧି ଯୋଗୁଁ ଡହଳବିକଳ ହେଉଥିଲେ ରାଜ୍ୟବାସୀ। କାଳବୈଶାଖୀ ପ୍ରଭାବରେ ହଠାତ୍ ପାଗ ବଦଳି ରାଜ୍ୟର...
ଓଡ଼ିଶାରେ ଆହୁରି ଦୁଇ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ କିଛି ଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳିର ମାତ୍ରାଧିକ ପ୍ରଭାବ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ତେବେ ରାଜ୍ୟରେ ଆହୁରି ଦୁଇଦିନ...
ଜଳୁଛି ଓଡ଼ିଶା, ଆଗକୁ ଆହୁରି ବଢ଼ିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ଖରାରେ ଛଟପଟ ହେଉଛନ୍ତି ଓଡ଼ିଶାବାସୀ। ସକାଳ ୮ଟାରୁ ଘରୁ ବାହାରକୁ ବାହାରିବାକୁ ଭୟ କରୁଛନ୍ତି ଲୋକେ। ସୋମବାର ଦିନ ତାପମାତ୍ରା ଅସହ୍ୟ ହୋଇପଡ଼ିଥିବାବେଳେ ଆଗକୁ ଆହୁରି ତାତି ବଢ଼ିବା ନେଇ...
ତାତିରୁ ନିସ୍ତାର ନାହିଁ, ୧୩ ତାରିଖ ପରେ ପୁଣି ବଢ଼ିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପୁଣି ବଢ଼ିଛି ଗ୍ରୀଷ୍ମ ପ୍ରକୋପ। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବାବେଳେ ଆସନ୍ତା ୧୩ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଶୁକ୍ରବାର...
ଅତି ଭୀଷଣ ବାତ୍ୟାର ରୂପ ନେଲା ‘ମୋକା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣପୂର୍ବ ତତସଂଲଗ୍ନ କେନ୍ଦ୍ରୀୟ ବୋଙ୍ଗୋପସାଗର ଅଞ୍ଚଳରେ ଅତିଭୀଷଣ ବାତ୍ୟାରେ ପରିଣତ ହେଲା ‘ମୋକା’। ମୋକା ଘଣ୍ଟା ପ୍ରତି ୯ କିଲୋମିଟର ବେଗରେ ଉତ୍ତର ଆଡ଼କୁ ଗତି କରୁଛି। ତେବେ ଓଡ଼ିଶା ଉପରେ...
ଅସହ୍ୟ ଗରମରେ ସିଝୁଛି ଓଡ଼ିଶା, ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ଗରମରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ପୁଣି ଆରମ୍ଭ ହୋଇଛି ଗ୍ରୀଷ୍ମ ପ୍ରକୋପ। ଗୁରୁବାର ସବୁଠାରୁ ଉତ୍ତପ୍ତ ସହର ରହିଛି ସମ୍ବଲପୁର। ଆଗାମୀ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି ବଢ଼ିବା...
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’। ଗୁରୁବାର ମଧ୍ୟରାତି ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେଇ ଆସନ୍ତା ୧୨ ତାରିଖ ସନ୍ଧ୍ୟା ସୁଦ୍ଧା ଅତିଭୀଷଣ ବାତ୍ୟାର ରୂପ ନେବାର...
ଆସୁଛି ବାତ୍ୟା ମୋକା, ଓଡ଼ିଶା ଉପରେ ପଡିବନି ପ୍ରଭାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ରାତି ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ତେବେ ଓଡ଼ିଶା ଉପରେ ବାତ୍ୟାର...
ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର, ଓଡ଼ିଶାକୁ ନାହିଁ ବାତ୍ୟା ଭୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହା ଏକ ଅବପାତର ରୂପ ନେବ। ଆସନ୍ତା...
ପୁଣି କଲବଲ କଲାଣି ଖରା, ଆଜି ୪୨ ଡିଗ୍ରୀ ଟପିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ମାତ୍ର କିଛି ଦିନର ବ୍ୟବଧାନ ପରେ ପୁଣି କଲବଲ କରିଛି ଅସହ୍ୟ ଖରା। ମଙ୍ଗଳବାର ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ଵରର ତାପମାତ୍ରା ୩୭ ଡିଗ୍ରୀ ଟପିଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୩୮.୪...


















