ଖସୁଛି ପାରଦ – ୧୫ ଡିଗ୍ରୀ ତଳେ ୧୧ ସହରର ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଥଣ୍ଡା ସାଙ୍ଗକୁ କୋହଲା ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ସୋମବାର ରାଜ୍ୟର ୧୧ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିବା ଆଞ୍ଚଳିକ ପାଣିପାଗ...

୨୯ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ

ଓଡ଼ିଶାଲାଇଭ୍ ବ୍ୟୁରୋ ନଭେମ୍ବର ୨୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଏହାର...

ଘୂର୍ଣ୍ଣଝଡ଼ର ରୂପ ନେଲାଣି ‘ନିଭାର’ – ୨୫ ତାରିଖ ରାତିରେ ଅତିକ୍ରମ କରିବ ତାମିଲନାଡୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥବା ଅବପାତ ଘୂର୍ଣ୍ଣିଝଡ଼ର ରୂପ ନେଇ କେନ୍ଦ୍ରୀଭୂତ ହୋଇସାରିଛି। ବୁଧବାର ରାତିରେ ଏହା ତାମିଲନାଡୁ-ପୁଡୁଚେରୀ ଉପକୂଳ ଅତିକ୍ରମ କରିବ ବୋଲି ଆକଳନ କରିଛନ୍ତି ସୋଆ ବିଶ୍ୱବିଦ୍ୟାଳୟର ପରିବେଶ...

୨୪ରେ ବାତ୍ୟାର ରୂପ ନେବ ‘ନିଭାର’, ୩୦ରେ ଆଉ ଏକ ଲଘୁଚାପ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଓ୍ଵେଲ ମାର୍କ୍‌ଡ ଲଘୁଚାପ ଅବପାତରେ ପରିଣତ ହୋଇଛି। ୨୪ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ବାତ୍ୟାର...

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଅବପାତରେ ପରିଣତ ହେବାର ୨୪ ଘଣ୍ଟା ଭିତରେ ଏହା ଆହୁରି...

ବଢ଼ୁଛି ଶୀତ – ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶୀତର ପ୍ରକୋପ ଧିରେ ଧିରେ ବଢ଼ୁଛି। ଏହାର ପ୍ରଭାବରେ ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ପାରଦ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଭାଗର ସୂଚନା...

ଓଡ଼ିଶାରୁ ବିଦାୟ ନେଲା ମୌସୁମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରୁ ବିଦାୟ ନେଲା ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ସମଗ୍ର ଓଡ଼ିଶାରୁ ବିଦାୟ ନେଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଓଡ଼ିଶା ସମେତ ମୌସୁମୀ ବାୟୁ ଭାରତରୁ...

ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ। ରାଜ୍ୟର ୮ ଜିଲ୍ଲାରୁ ସଂପୂର୍ଣ୍ଣ ଏବଂ ଅନ୍ୟ ୮ଟି ଜିଲ୍ଲାରୁ ଆଂଶିକ ଭାବେ ମୌସୁମୀ ବିଦାୟ ନେଇସାରିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହିତ...

୨୯ରୁ ଆଉ ଏକ ଲଘୁଚାପ! ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅକ୍ଟୋବର ୨୯ ତାରିଖରେ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଏହି...

ଦଶହରାରେ ପାଗ ଶୁଖିଲା – ୩ ଦିନ ପର୍ଯ୍ୟନ୍ତ ନାହିଁ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଏଥର ଦଶହରାରେ ପାଗ ଶୁଖିଲା ରହିବ। ଆଗାମୀ ତିନି,ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ପ୍ରକାର ବର୍ଷା ସମ୍ଭାବନା ନାହିଁ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ...