ଖସୁଛି ପାରଦ, ଥରୁଛି କନ୍ଧମାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳରେ ଦିନକୁ ଦିନ ପାରଦ ଖସୁଥିବାରୁ ପ୍ରବଳ ଶୀତରେ ଥରୁଛନ୍ତି ଜିଲ୍ଲାବାସୀ। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲାର ଲୋକେ ଶୀତ ପ୍ରକୋପରୁ ରକ୍ଷା ପାଇବାକୁ ନିଆଁ...
କାଲିଠୁ ପୁଣି ଥରିବ ଓଡ଼ିଶା, ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବଢ଼ିବ ଶୀତ। ଅନେକ ସ୍ଥାନରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଫଳରେ ରାଜ୍ୟରେ ପୁଣି ଥରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ଆଣ୍ଡାମନ ଉପକୂଳ ସଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହି...
ରାଜ୍ୟରେ ବଢୁଛି ଶୀତର ପ୍ରକୋପ: ଜି.ଉଦୟଗିରି ସବୁଠୁ ଥଣ୍ଡା ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବଢୁଛି ଶୀତର ପ୍ରକୋପ। କୁହୁଡ଼ି ସହିତ ଧିରେ ଧିରେ ଶୀତ ବଢିବାରେ ଲାଗିଛି। ରାଜ୍ୟର ପ୍ରାୟ ୨୦ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। କନ୍ଧମାଳ...
ବାଂଲାଦେଶରେ ତାଣ୍ଡବ ରଚିଲା ବାତ୍ୟା ‘ସିତ୍ରାଙ୍ଗ’
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ସିତ୍ରାଙ୍ଗ’ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ସୋମବାର ରାତି ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ବାଂଲାଦେଶର ବରିସଲ ନିକଟରେ ଉପକୂଳ ଅତିକ୍ରମ କରିଥିଲା। ଏହି...
ଅବପାତର ରୂପ ନେଲା ଲଘୁଚାପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଲଘୁଚାପ ଶନିବାର ଦିନ ଅବପାତର ରୂପ ନେଇଛି। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ...
ଦାନା ବାନ୍ଧୁଛି ବାତ୍ୟା, ଓଡ଼ିଶାକୁ ବିଶେଷ ପ୍ରଭାବ ପକାଇବ ନାହିଁ ‘ସିତ୍ରାଙ୍ଗ’
ଓଡ଼ିଶାଲାଇଭ୍ ବ୍ୟୁରୋ
ସମୁଦ୍ର ମଧ୍ୟରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବା ପରେ ବାତ୍ୟା ବା ସାମୁଦ୍ରିକ ଝଡ଼ର ରୂପ ନେବ ଗଭୀର ଅବପାତ।...
ବାତ୍ୟାର ବିଶେଷ ଭୟ ନାହିଁ: ଓଡ଼ିଶା ଛୁଇଁ ଚାଲିଯିବ ‘ସିତ୍ରାଙ୍ଗ’
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=JGRaUSB_qAM]
ବର୍ତ୍ତମାନ ବାତ୍ୟାକୁ ନେଇ ଚିନ୍ତାରେ ରହିଥିବା ଓଡ଼ିଶାବାସୀଙ୍କ ପାଇଁ ଭଲ ଖବର। ଓଡ଼ିଶା ଉପରେ ବିଶେଷ ପ୍ରଭାବ ପକାଇବ ନାହିଁ ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଆସନ୍ତା ୨୪ ତାରିଖରେ ବାତ୍ୟା...
ପୁଣି ଓଡ଼ିଶାକୁ ବାତ୍ୟା ଭୟ: ୭ ଜିଲ୍ଲାକୁ ସତର୍କ ରହିବା ଲାଗି ପରାମର୍ଶ ଦେଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଓଡ଼ିଶାକୁ ବାତ୍ୟା ଭୟ। ପ୍ରତି ବର୍ଷ ଅକ୍ଟୋବର ମାସ ଆସିଲେ ବାତ୍ୟାକୁ ନେଇ ଆତଙ୍କିତ ହୋଇପଡ଼ନ୍ତି ଓଡ଼ିଶାବାସୀ। କାରଣ ଏହି ମାସରେ ଲୋକେ ଦେଖିଛନ୍ତି ବାତ୍ୟାର ପ୍ରକୋପ। ଚଳିତ ମାସରେ...
ଭିଜୁଛି ଓଡ଼ିଶା, ଆହୁରି ବର୍ଷିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ସମେତ କୋରାପୁଟ, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ଲାଗି...



















