ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା – ୬ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ...

ଲଘୁଚାପ ପ୍ରଭାବ – ଆହୁରି ୫ ଦିନ ବର୍ଷିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବ ବୋଲି...

ପ୍ରବଳ ବର୍ଷା ସମ୍ଭାବନା – ୪ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା! ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ...

ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ!

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ବହୁଛି ପବନ। ମୌସୁମୀ...

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ!

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ରହିଛି ପାଗ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

ଜୁନ ୧୬ରେ ଓଡ଼ିଶା ଛୁଇଁବ ମୌସୁମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୫-୧୬ ତାରିଖରେ ଓଡ଼ିଶା ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ବିଭାଗର ସୂଚନା ଅନୁସାରେ ସୋମବାର, ଜୁନ ୧୩ ତାରିଖରେ ମୌସୁମୀ...

ଜଳୁଛି ବଲାଙ୍ଗିର: ଆଜିର ତାପମାତ୍ରା ୪୫.୩ ଡିଗ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଲାଙ୍ଗୀର ଜିଲ୍ଲାରେ ନିଆଁ ବର୍ଷା ହେଉଛି। ଆଜି ବଲାଙ୍ଗୀରରେ ତାପମାତ୍ରା ୪୫.୩ ଡିଗ୍ରୀ ରେକର୍ଡ କରାଯାଇଛି। ଟିଟିଲାଗଡ଼ରେ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ପଶ୍ଚିମ ଓଡ଼ିଶାରେ ଅସହ୍ୟ ତାତିରେ ଆଉଟପାଉଟ...

ମୌସୁମୀ ବର୍ଷାର ଦେଖାନାହିଁ, ଗରମରେ ଛଟପଟ ରାଜ୍ୟବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ମୌସୁମୀ ବର୍ଷାର ଦେଖାନାହିଁ। ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ସ୍ଵଭାବିକଠାରୁ ୨୯ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି। ଜୁନ ମାସରେ ମଧ୍ୟ ବର୍ଷାର ଦେଖାନାହିଁ। ପ୍ରଥମ ସପ୍ତାହରେ...

ବର୍ଷା ନେଇ ୧୧ ଜିଲ୍ଲାକୁ ସତର୍କ ସୂଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ମଙ୍ଗଳବାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଝଡ଼ବର୍ଷା ପାଇଁ ୧୧ଟି ଜିଲ୍ଲାକୁ...