କାଳବୈଶାଖୀ: ବିଜୁଳି ଘଡ଼ଘଡ଼ି ନେଇ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କାଳବୈଶାଖୀ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ପବନର ବେଗ ବୃଦ୍ଧି ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଥିବା ଜଣାପଡ଼ିଛି। କାଳବୈଶାଖୀ...

ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକ୍ରିୟ ରହିଛି କାଳବୈଶାଖୀ। ଆଗକୁ ମଧ୍ୟ କାଳାବୈଶାଖୀର ପ୍ରଭାବ ରହିବ। ଏହା ପ୍ରଭାବରେ ଘଡ଼ଘଡ଼ି ଓ ବିଜୁଳି ସହିତ ବର୍ଷା ହେବ। କାଳବୈଶାଖୀ ନେଇ ରାଜ୍ୟର ୬ଟି...

ରାଜ୍ୟରେ କାଳବୈଶାଖୀ ତାଣ୍ଡବ ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ତାଣ୍ଡବ...

ରାଜ୍ୟକୁ ପୁଣି ଲେଉଟିବ ତାତି: ମେ’ ୨୨ରୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ତାତି ଲେଉଟିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି...

ଆଣ୍ଡାମାନ ଛୁଇଁଲା ମୌସୁମୀ, ମେ’ ୨୭ରେ କେରଳ ଛୁଇଁବ

ଓଡ଼ିଶାଲାଇଭ୍ ବ୍ୟୁରୋ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁଛି। ସୋମବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି। ଚଳିତ ବର୍ଷ ସ୍ଵାଭାବିକ ସମୟ...

କାଳବୈଶାଖୀ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ବଜ୍ରପାତର ସମ୍ଭାବନା ମଧ୍ୟ ରହିଛି। ବଜ୍ରପାତ ନେଇ ରାଜ୍ୟର ୯...

ଆସିଲାନି ‘ଅସାନି’: ମେ’ ୧୭ ଯାଏଁ ବର୍ଷିବ

ଓଡ଼ିଶାଲାଇଭ୍ ବ୍ୟୁରୋ ବାତ୍ୟାକୁ ନେଇ ଲାଗି ରହିଥିବା ଭୟରୁ ରାଜ୍ୟବାସୀ ନିସ୍ତାର ପାଇଛନ୍ତି। ବାତ୍ୟା ‘ଅସାନି’ ଭୟ ଟଳିଥିବାବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ...

ଟଳିଲା ବାତ୍ୟା ‘ଅସାନି’ ଭୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବାତ୍ୟାକୁ ନେଇ ଲାଗି ରହିଥିବା ଭୟ ଏବେ ଟଳିଛି। ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ପ୍ରଭାବ ପଡ଼ିବ ନାହିଁ ବୋଲି ପାଣିପାଗ ବିଭାଗର ସୂଚନା ପରେ ଆଶ୍ଵସ୍ତ ହୋଇଛନ୍ତି ରାଜ୍ୟବାସୀ। ବାତ୍ୟା...

ଦୁର୍ବଳ ହେଉଛି ବାତ୍ୟା ‘ଅସାନି’: ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବାତ୍ୟା ‘ଅସାନି’ ଲାଗି ସତର୍କ ରହିଛନ୍ତି ରାଜ୍ୟବାସୀ। ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ବୁଧବାର ବାତ୍ୟା ନେଇ ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା...

ଆସୁଛି ବାତ୍ୟା ‘ଅସାନି’: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ଏସଆରସିଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ବାତ୍ୟା ‘ଅସାନି’ ପାଇଁ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟରେ ଏହା ପ୍ରଭାବରେ ବର୍ଷା ସହ ପବନ ମଧ୍ୟ ବହୁଛି। ଆସନ୍ତା ମେ’ ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ...