ଜଳିବ ଓଡ଼ିଶା, ଆହୁରି ବଢ଼ିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ତାତି ଆହୁରି ବଢ଼ିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଯୋଗୁଁ ବର୍ଷା ହେବାର...
ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା !
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ସହ ଉପକୂଳ...
ଅସହ୍ୟ ହେବ ତାତି: ଏପ୍ରିଲ ୨ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଗକୁ ତାତି ଆହୁରି ଅସହ୍ୟ ହେବ। ଆସନ୍ତା ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ...
୧୮ ତାରିଖ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା, ଗରମରେ ଆଉଟୁପାଉଟୁ ହେବେ ରାଜ୍ୟବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ଗରମରେ ଆଉଟୁପାଉଟୁ ହେବେ ଓଡ଼ିଶାବାସୀ। ରାଜ୍ୟରେ ଧୀରେ ଧୀରେ ବଢ଼ିବାରେ ଲାଗିଛି ତାପମାତ୍ରା। ଆଗକୁ ଆହୁରି ବଢ଼ିବାର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
ଏଥର ରାଜ୍ୟରେ ଅସହ୍ୟ ହେବ ତାତି: ୧୬ ଓ ୧୭ ତାରିଖ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଅସହ୍ୟ ତାତି ବଢ଼ିବ। ଏଥର ବି ଗରମରେ ଆଉଟୁପାଉଟୁ ହେବେ ରାଜ୍ୟବାସୀ। ଧୀରେ ଧୀରେ ତାପ ମାତ୍ରାରେ ବୃଦ୍ଧି ହେଉଥିବାରୁ ଦୁଇ ଦିନ ପରେ ଅର୍ଥାତ୍ ୧୬ ଏବଂ ୧୭...
ରାଜ୍ୟରେ ୯ରୁ ପୁଣି ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ତ୍ତମାନ ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଫେବ୍ରୁଆରି ୯ ଓ ୧୦ ତାରିଖରେ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପଶ୍ଚିମ ଓ...
ପୁଣି ପଶ୍ଚିମା ଝଡ଼ : ୮ରୁ ରାଜ୍ୟରେ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ତିନି ଦିନ ବର୍ଷା ହେବା ସହ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ବଢ଼ିବ...
ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମା ଝଡ଼ ଏବଂ ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ...
ଆଜିଠୁ ବର୍ଷିବ ଦୁଇଦିନ : ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମା ଝଡ଼ ତଥା ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟ ବାଷ୍ପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ...
ଆହୁରି ତିନିଦିନ ବଢ଼ିବ ଶୀତ : ଘନକୁହୁଡ଼ି ନେଇ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଶୁକ୍ରବାରଠାରୁ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବା ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ଘନକୁହୁଡ଼ି ନେଇ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ...
















