୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ବଜ୍ରପାତ ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ୨୪ ଘଣ୍ଟା ଭିତରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସହିତ ବଜ୍ରପାତ ମଧ୍ୟ ହୋଇପାରେ। ତା’ସହିତ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି...

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷିବ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ୧୪ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଗୁରୁବାର ଭୁବନେଶ୍ଵର ଆଞ୍ଚଳିକ...

ରାଜ୍ୟର ଆହୁରି ୩ ଦିନ ବର୍ଷା, କିଛି ଜିଲ୍ଲାରେ ବଜ୍ରପାତ ହେବା ନେଇ ସୂଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଆହୁରି ୩ ଦିନ ଧରି ବର୍ଷା ଲାଗି ରହିବ। ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ...

ରାଜ୍ୟରେ ମୌସୁମୀ ସକ୍ରିୟ – ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ସେଥିପାଇଁ ରାଜ୍ୟରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ...

ଓଡ଼ିଶାରେ ଏ ପର୍ଯ୍ୟନ୍ତ ୨୩ ପ୍ରତିଶତ ଅଧିକ ବର୍ଷା

ଓଡ଼ିଶାଲାଇଭ୍‌ ବ୍ୟୁରୋ ପୂର୍ବ ବର୍ଷମାନଙ୍କ ତୁଳନାରେ ଏବର୍ଷ ଓଡ଼ିଶାରେ ବ୍ୟାପକ ବର୍ଷା ହୋଇଛି। ଜୁନ ୧ରୁ ୧୫ ମଧ୍ୟରେ ସାଧାରଣ ବୃଷ୍ଟିପାତ ୭୯.୨ ପ୍ରତିଶତ ହେବା କଥା। କିନ୍ତୁ ଏବର୍ଷ ୯୭.୪ ପ୍ରତିଶତ ହୋଇଛି।...

ସକ୍ରିୟ ହେଉଛି ମୌସୁମୀ – ଆହୁରି ୫ ଦିନ ପ୍ରବଳ ବର୍ଷିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବା ପରେ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ଆରମ୍ଭ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ...

ସକ୍ରିୟ ହେଉଛି ମୌସୁମୀ – ୨୪ ଘଣ୍ଟାରେ ୮ ଜିଲ୍ଲାରେ ପ୍ରବଳ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ମୌସୁମୀ ବାୟୁ ଏବେ ସକ୍ରିୟ ହେବାରେ ଲାଗିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ...

୨୪ ଘଣ୍ଟା ଭିତରେ ମୌସୁମୀ ବର୍ଷାରେ ଭିଜିବ ସାରା ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଗତକାଲି ଓଡ଼ିଶା ଛୁଇଁଛି। ଯାହାର ପ୍ରଭାବରେ ଗତକାଲିଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ତେବେ ଆଉ ୨୪ ଘଣ୍ଟା ମଧ୍ୟରେ ସାରା...

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ – ରାଜ୍ୟରେ ବର୍ଷା

ଓଡ଼ିଶାଲାଇଭ୍‌ ବ୍ୟୁରୋ ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି...