ମେ’ ୨୬ରେ ଓଡ଼ିଶା ଉପକୂଳ ଛୁଇଁପାରେ ବାତ୍ୟା ‘ୟାସ୍’ – ମୁକାବିଲା ପାଇଁ ସଜାଗ ରହିବାକୁ ଏସ୍ଆର୍ସିଙ୍କ ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା 'ୟାସ୍'। ମେ' ୨୬ ତାରିଖ ସକାଳେ ଏହା ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ଅଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ...
ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ବୃଦ୍ଧି, ଅସହ୍ୟ ହେଲାଣି ତାତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅସହ୍ୟ ହୋଇଛି। ପ୍ରାୟ ଏକ ସପ୍ତାହ ଧରି ରାଜ୍ୟରେ ଘଡ଼ଘଡ଼ି, ବର୍ଷା ହେବାପରେ ମଙ୍ଗଳବାର ଦିନ ଅଧିକାଂଶ ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇ ରେକର୍ଡ ଭାଙ୍ଗିଛି। ପାଣିପାଗ...
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା – ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।
ଅରେଞ୍ଜ ଓ୍ଵାର୍ଣ୍ଣିଂ...
ପାଣିପାଗ ବିଭାଗର ପୂର୍ବାନୁମାନ – ୧୫ ତାରିଖ ଯାଏଁ ରାଜ୍ୟରେ ଲାଗି ରହିବ କାଳବୈଶାଖୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଏବେ କାଳବୈଶାଖୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ...
୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା – କେନ୍ଦୁଝର ଓ ମୟୂରଭଞ୍ଜକୁ ପାଣିପାଗ ବିଭାଗର ଅରେଞ୍ଜ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଳାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର...
ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା – କାମ ନଥିଲେ ଘରୁ ନ ବାହାରିବାକୁ ପାଣିପାଗ ବିଭାଗର ପରାମର୍ଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଆଜି ୩ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଝଡ଼ବର୍ଷା, ବଜ୍ରପାତ ନେଇ ୧୨ ଜିଲ୍ଲାକୁ ସତର୍କ ସୂଚନା ମଧ୍ୟ ଦିଆଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ...
ରାଜ୍ୟରେ ପ୍ରବଳ ତାତି – ୨୧ ଜିଲ୍ଲାକୁ ଅରେଞ୍ଜ୍ ଓ୍ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ଏପ୍ରିଲ ୨ ପର୍ଯ୍ୟନ୍ତ ପ୍ରଚଣ୍ଡ ତାତିରେ ସାରାରାଜ୍ୟ ସିଝିବ। ତେଣୁ ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ନେଇ ରାଜ୍ୟର ୨୧ଟି...
୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା – ରାଜ୍ୟର ୧୧ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଶୁକ୍ରବାର ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...
କାଲିଠୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା – ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା କାଲିଠାରୁ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି। ଫେବ୍ରୁଆରି ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ପାଗ...
ରବିବାରଠାରୁ ରାଜ୍ୟରେ ବଢ଼ିବ ଶୀତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରବିବାରଠାରୁ ରାଜ୍ୟରେ ଆହୁରି ଶୀତ ବଢ଼ିବା ସମ୍ଭାବନା ରହିଛି। ବିଷେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ କମିପାରେ। ଏହାସହିତ ଆଜି କେନ୍ଦୁଝର, ମୟୂରଭଞ୍ଜରେ ହାଲୁକା...



















